ପୋର୍ଟାଲ:ବିଜ୍ଞାନ

ବିଜ୍ଞାନ

ବିଜ୍ଞାନ (ବିଶେଷ ଜ୍ଞାନ ବା Science ଲାଟିନ: scientiaରୁ ଆସିଅଛି ଯାହାର ଅର୍ଥ "ଜ୍ଞାନ") ବିଶ୍ଵର ଏକ ଜ୍ଞାନକୁ ଏକ ଉପଯୁକ୍ତ ପରଖାଯାଇ ପାରୁଥିବା ବୈଜ୍ଞାନିକ ସିଦ୍ଧାନ୍ତଅନୁମାନ ସହ ପ୍ରମାଣ କରାଯାଇପାରୁଥିବା ବ୍ୟବସ୍ଥା । ଏହା ଏକ ସୁବ୍ୟବସ୍ଥିତ ପ୍ରଣାଳୀ ଯାହାଦ୍ୱାରା ବିଶ୍ଵର ସମସ୍ତ ପଦାର୍ଥ ଓ ବସ୍ତୁମାନଙ୍କ ବିଷୟରେ ଆଲୋଚନା, ପରୀକ୍ଷା, ଗବେଷଣା, ଅନୁମାନ ଏବଂ ପଠନ କରାଯାଇଥାଏ । ଆଧୁନିକ ଯୁଗରେ ବିଜ୍ଞାନ କହିଲେ ସାଧାରଣତଃ କିଛି ଶିଖିବା ଶୈଳୀକୁ ବୁଝାଇଥାଏ ।

ପୁରା ପଢନ୍ତୁ...

ବଛା ଲେଖା

ଓମ୍‌ଙ୍କ ନିୟମ ଅନୁସାରେ, ଏକ ନିର୍ଦ୍ଧିଷ୍ଟ ତାପମାତ୍ରାରେ, ପରିବାହୀରେ ପ୍ରବାହିତ ବିଦ୍ୟୁତ୍ ସ୍ରୋତ ପରିବାହୀର ଦୁଇ ପ୍ରାନ୍ତରେ ଥିବା ବିଦ୍ୟୁତ୍ ବିଭାବାନ୍ତର ସହ ସମାନୁପାତିପ୍ରତିରୋଧ ଏଠାରେ ଏକ ସମାନୁପାତିକ ସ୍ଥିରାଙ୍କ ।

ଏଠାରେ I ହେଉଛି ପରିବାହୀରେ ପ୍ରବାହିତ ବିଦ୍ୟୁତ ସ୍ରୋତ (ଆମ୍ପିଅର ଏକକରେ), V ହେଉଛି ପରିବାହୀର ଦୁଇ ପ୍ରାନ୍ତରେ ଥିବା ବିଦ୍ୟୁତ ବିଭବରେ ପାର୍ଥକ୍ୟ (ଭୋଲ୍‌ଟ ଏକକରେ) ଓ R ହେଉଛି ଏହି ପରିବାହୀର ବିଦ୍ୟୁତ ପ୍ରତିରୋଧ (ଓମ୍ ଏକକରେ) ।

ଏହି ନିୟମଟି ଜର୍ମାନ ଗଣିତଜ୍ଞ ଜର୍ଜ୍ ଓମ୍‌ଙ୍କ ନାମ ଅନୁସାରେ ନାମିତ ହୋଇଅଛି ।

ଆହୁରି ଅନେକ ନିର୍ବାଚିତ ଲେଖା... ଅଧିକ ପଢନ୍ତୁ...


ବଛା ଜୀବନୀ

ଥୋମାସ ଅଲଭା ଏଡ଼ିସନ
b. ୧୮୪୭/୧୯୩୧

ଥୋମାସ ଆଲଭା ଏଡ଼ିସନ (ଇଂରାଜୀ: Thomas Alva Edison) ଜଣେ ଆମେରିକୀୟ ଉଦ୍ଭାବକ, ବୈଜ୍ଞାନିକ ଓ ବାବସାୟୀ ଥିଲେ । ସେ ଅନେକ ଯନ୍ତ୍ର ବାହାର କରିଥିଲେ ଯାହାକି ସାରା ବିଶ୍ଵଜୀବନକୁ ବହୁତ ପ୍ରଭାବିତ କରିଥିଲା । ଫୋନୋଗ୍ରାଫ , ଚଳଚ୍ଚିତ୍ର କ୍ୟାମେରା , ବହୁତ ଦିନ ଚାଲିପାରୁଥିବା ବିଦ୍ୟୁତ ବଲ୍ବ ଇତ୍ୟାଦି ତାଙ୍କରି ଅବଦାନ । ଜଣେ ଖବରକାଗଜ ସାମ୍ବାଦିକ ତାଙ୍କୁ ମେନଲୋପାର୍କର (ଏବେ ଏଡ଼ିସନ, ନିଉ ଜର୍ସି) ଯାଦୁକର ଭାବେ ସମ୍ବୋଧନା କରିଥିଲେ । ସେ ପ୍ରଥମ ଉଦ୍ଭାବକ ଥିଲେ ଯିଏକି ସମୂହ ଉତ୍ପାଦନର ତତ୍ତ୍ଵ (the principles of mass production) ଓ ବହୁ ପରିମାଣରେ ଏକତ୍ର କାମ କରି(large-scale teamwork) ଉଦ୍ଭାବନ କରିବା ସୂତ୍ର ବ୍ୟବହାର କରିଥିଲେ । ଏଣୁ ତାଙ୍କୁ ପ୍ରଥମ ଶିଳ୍ପ ଭିତ୍ତିକ ଗବେଷଣାଗାରର ନିର୍ମାତା ବୋଲି ମଧ୍ୟ କୁହାଯାଏ ।
ଆହୁରି ଅନେକ ନିର୍ବାଚିତ ଜୀବନୀ ପଢନ୍ତୁ... ଅଧିକ ପଢନ୍ତୁ...


ଆପଣ କିପରି ସହଯୋଗ କରିପାରିବେ

ପଦାର୍ଥ ବିଜ୍ଞାନ
ଶ୍ରେଣୀ:ପଦାର୍ଥ ବିଜ୍ଞାନ
ରସାୟନ ବିଜ୍ଞାନ
ଶ୍ରେଣୀ:ରସାୟନ ବିଜ୍ଞାନ
ଜୀବ ବିଜ୍ଞାନ
ଶ୍ରେଣୀ:ଜୀବ ବିଜ୍ଞାନ
ଚିକିତ୍ସା ବିଜ୍ଞାନ
ଶ୍ରେଣୀ:ଚିକିତ୍ସା ବିଜ୍ଞାନ
ବୈଷୟିକ ବିଜ୍ଞାନ
ଶ୍ରେଣୀ:ବୈଷୟିକ ବିଜ୍ଞାନ
ଉଦାହରଣ ଉଦାହରଣ ଉଦାହରଣ ଉଦାହରଣ ଉଦାହରଣ
ଉଦାହରଣ ଉଦାହରଣ ଉଦାହରଣ ଉଦାହରଣ ଉଦାହରଣ
ଉଦାହରଣ ଉଦାହରଣ ଉଦାହରଣ ଉଦାହରଣ ଉଦାହରଣ
ଉଦାହରଣ ଉଦାହରଣ ଉଦାହରଣ ଉଦାହରଣ ଉଦାହରଣ
ଉଦାହରଣ ଉଦାହରଣ ଉଦାହରଣ ଉଦାହରଣ ଉଦାହରଣ
ଉଦାହରଣ ଉଦାହରଣ ଉଦାହରଣ ଉଦାହରଣ ଉଦାହରଣ
ଉଦାହରଣ ଉଦାହରଣ ଉଦାହରଣ ଉଦାହରଣ ଉଦାହରଣ
ଉଦାହରଣ ଉଦାହରଣ ଉଦାହରଣ ଉଦାହରଣ ଉଦାହରଣ
ଉଦାହରଣ ଉଦାହରଣ ଉଦାହରଣ ଉଦାହରଣ ଉଦାହରଣ
ଉଦାହରଣ ଉଦାହରଣ ଉଦାହରଣ ଉଦାହରଣ ଉଦାହରଣ

ଉଇକିପ୍ରକଳ୍ପ ଗୁଡ଼ିକ

Purge server cache


Dieser Artikel basiert auf dem Artikel ପୋର୍ଟାଲ:ବିଜ୍ଞାନ aus der freien Enzyklopädie Wikipedia und steht unter der Doppellizenz GNU-Lizenz für freie Dokumentation und Creative Commons CC-BY-SA 3.0 Unported (Kurzfassung). In der Wikipedia ist eine Liste der Autoren verfügbar.